ନବରଙ୍ଗପୁରରେ ୨ ଦିନିଆ ସଟ୍ଡାଉନ
ନବରଙ୍ଗପୁର: ନବରଙ୍ଗପୁର ଜିଲାକୁ ୨ଦିନ ପାଇଁ ସଟ୍ଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୨୫ ତାରିଖ ଓ ୨୬ ତାରିଖରେ ନବରଙ୍ଗପୁର ଜିଲ୍ଲା ସଟ୍ଡାଉନ ରହିବ। ନବରଙ୍ଗପୁର କୋରନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ…