Odisha Link
Bridging the Missing Links in Odisha
Daily Archives

August 27, 2020

ଭଟ୍ଟାରିକା ମନ୍ଦିରରେ ପଶିଲା ବନ୍ୟାଜଳ

କଟକ : ମା’ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ବନ୍ୟାଜଳ। ଗତକାଲି ରାତି ପ୍ରାୟ ୧ଟା ସମୟରେ ମନ୍ଦିରକୁ ଭିତରକୁ ବନ୍ୟାଜଳ ପ୍ରବେଶ କରିଥିବା ଜଣାପଡ଼ିଛି। ମହାନଦୀରେ ପ୍ରବାହିତ ବନ୍ୟାଜଳ ଭଟ୍ଟାରିକା ମନ୍ଦିର ଭିତରେ ପ୍ରବେଶ କରିଛି ଫଳରେ ମନ୍ଦିରଟି ଜଳମଗ୍ନ ହୋଇଯାଇଛି। ମନ୍ଦିର ଭିତରେ ବନ୍ୟାଜଳ ପଶିବା କାରଣରୁ…

ଭାରତ ସରକାରଙ୍କ ଅବହେଳା ଚିନ୍ତାଜନକ:…

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ। ସେ କହିଛନ୍ତି ଯେ ଦେଶରେ ୩୦ ଲକ୍ଷରୁ…

ବିରୁଷ୍କା ଦେଲେ ଖୁସି ଖବର

ମୁମ୍ବାଇ: ବିରୁଷ୍କା ଦେଲେ ଖୁସି ଖବର। ମାଆ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଅନୁଷ୍କା ଶର୍ମା। ନୂଆ ଅତିଥି ଘରକୁ ଆସିବା ନେଇ ସୋଶିଆଲ ମିଡିଆ ଜରିଆରେ ନିଜ ଫ୍ୟାନ୍‌ମାନଙ୍କୁ ଜଣାଇଛନ୍ତି ବିରୁଷ୍କା। ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରି ଲେଖିଛନ୍ତି ଯେ, ୨୦୨୧ ରେ ନୂଆ…

କରୋନା : ରାଜ୍ୟରେ ୭ ସଂକ୍ରମିତଙ୍କ…

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…

ଆଜି କୋରାପୁଟରେ ଶୁଭାରମ୍ଭ ହେବ…

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେବ ଆଉ ଏକ ପ୍ଲାଜ୍‌ମା ବ୍ୟାଙ୍କ। ଆଜି କୋରାପୁଟ ଜିଲ୍ଲାରେ ଶୁଭାରମ୍ଭ ହେବ ପ୍ଲାଜମା ବ୍ୟାଙ୍କ। ଆଜି ସଂଧ୍ୟା ୫ଟାରେ ଭିଡିଓ କନଫେରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବେ। କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଶୁଭାରମ୍ଭ ହେବ।…

କରୋନା : ରାଜ୍ୟରେ ୩୩୮୪ ପଜିଟିଭି…

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ…

NEET-JEE ପରୀକ୍ଷା: ମୋଦୀଙ୍କ ସହ କଥା…

ଭୁବନେଶ୍ବର: NEET-JEE ପରୀକ୍ଷାକୁ ନେଇ ସାରା ଦେଶରେ ଲାଗି ରହିଛି ଦ୍ବନ୍ଦ୍ବ। ସରକାର ପରୀକ୍ଷା ସପକ୍ଷରେ ଥବା ବେଳେ ଅଣ ବିଜେପି ଶାସିତ ରାଜ୍ୟ ଗୁଡ଼ିକ କରୋନା କାଳରେ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି କରିଛନ୍ତି। ଏସବୁ ମଧ୍ୟରେ ଆଜି ପିଏମ୍‌ ମୋଦୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ଡ୍ରଗ୍‌ସ୍‌ ସମ୍ପୃକ୍ତି ନେଇ ରିୟାଙ୍କ…

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ପ୍ରତିଦିନ ନୂଆନୂଆ ତଥ୍ୟ ମିଳୁଛି। ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ସମ୍ବନ୍ଧୀୟ ତଥ୍ୟ ଜଡିତ ହେବାପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ମାମଲା ରୁଜୁ କରିଛି। ଏନ୍‍ସିବି ରିୟା ଚକ୍ରବର୍ତ୍ତୀ, ଶୋଭିକ ଚକ୍ରବର୍ତ୍ତୀ, ଜୟା ଶାହା,…

ପୁଲୱାମା ଆକ୍ରମଣ: ମହିଳା ଗିରଫ, ବାପାଙ୍କ…

ଶ୍ରୀନଗର: ପୁଲଓ୍ବାମା ଆତଙ୍କୀ ଆକ୍ରମଣକୁ ନେଇ ଜୋରଦାର ଯାଞ୍ଚ ଆରମ୍ଭ କରିଛି ରାଷ୍ଟ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା (NIA)। ଯାଞ୍ଚ ଯେତିକି ଆଗକୁ ବଢ଼ୁଛି ଗୋଟାଏ ପରେ ଗୋଟିଏ ସତ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଦେଶକୁ ଦୋହଲାଇ ଦେବା ପରି ଏଭଳି ଆତଙ୍କୀ ହମଲା ପାକିସ୍ତାନର ଆତଙ୍କୀ ସଙ୍ଗଠନ ଜୈସ୍-ଏ-ମହମ୍ମଦର…

୩୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ : ୩ ଗରିଫ

ଲମତାପୁଟ: ଗୁରୁବାର ପୋଲିସ୍‌ର ପାଟ୍ରୋଲିଂ ବେଳେ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି ପୁଲିସ। ଆନ୍ଧ୍ର ସୀମାନ୍ତରୁ ହରିୟାଣା ଚାଲାଣ ବେଳେ ମାଳିସାହି ଛକ ନିକଟରୁ ପୁଲିସ ୩ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ସହ ଟ୍ରକ୍ ଜବତ କରିଥିବା ଜଣାପଡ଼ିଛି । ଏଥିରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି ।…