ଆଜି ଜାତୀୟ କ୍ରୀଡ଼ା ଦିବସ
ଓଏଲ୍ବ୍ୟୁରୋ: ଆଜି ଜାତୀୟ କ୍ରୀଡ଼ା ଦିବସ। ପ୍ରତ୍ଯେକ ବର୍ଷ ୨୯ ଅଗଷ୍ଟ ତାରିଖକୁ ହକି ଲିଜେଣ୍ଡ ମେଜର ଧ୍ୟାନଚାନ୍ଦଙ୍କ ସମ୍ମାନରେ ଜାତୀୟ କ୍ରୀଡା ଦିବସ ରୂପେ ପାଳନ କରାଯାଇଥାଏ। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ୧୯୯୫ ମସିହା ଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ…