Odisha Link
Bridging the Missing Links in Odisha
Daily Archives

August 29, 2020

ବନ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ଉପ…

ଭୁବନେଶ୍ବର: ଉପରେମୁ‌ଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀରେ ଜଳସ୍ତର ବଢୁଥିବା ଜଣାଯାଇଛି। ବନ୍ୟାଜନିତ ମୃତ୍ୟୁ ପାଇଁ ମିଳିବ ଉପଯୁକ୍ତ କ୍ଷତିପୂରଣ।ପୋଲିସ ତଦନ୍ତରେ ଏସଆରସିଙ୍କୁ ରିପୋର୍ଟ ପ୍ରଦାନ ପରେ ନିଆଯିବ ଉପଯୁକ୍ତ ପଦକ୍ଷେପ। ଏପରକି ମୃତ୍ୟୁକଙ୍କ ପରିବାରଙ୍କୁ ସହାୟତା ପ୍ରଦାନ କରାଯିବ।…

ଏନକାଉଣ୍ଟର: ୨୪ ଘଣ୍ଟାରେ ୭ ଆତଙ୍କବାଦୀ…

ପୁଲଓ୍ବାମା: ଜମ୍ମୁ-କଶ୍ମୀରରେ ଆଉ ଏକ ଏନକାଉଣ୍ଟର। ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲାରେ ଥିବା ଜଦୁରା ଗ୍ରାମରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ହେବା ପରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହା ସହ ଏନକାଉଣ୍ଟରରେ ଗୁରୁତର ଆହତ ହୋଇଥିବା ଜଣେ ଯବାନ ସହିଦ ହୋଇଛନ୍ତି। ତେବେ…

ରାଜ୍ୟରେ ୨୪ ଘଣ୍ଟାରେ ୫୮,୮୧୩ କରୋନା…

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ହଜାର ୮୧୩ ନମୁନା ପରୀକ୍ଷା କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଶନିବାର ସୂଚନା ଦେଇଛନ୍ତି। ସୂଚନା ମୁତାବକ, ଆରଟିପିସିଆରରେ ୮ ହଜାର ୬୭୮, ଆଣ୍ଟିଜେନରେ ୫୦ ହଜାର ୧୩ ଓ ଟ୍ରୁନଟ୍ ମାଧ୍ୟମରେ ୧୨୨ଟି…

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୪୪ଟି ଗେଟ

ଭୁବନେଶ୍ୱର : ଉପରମୁଣ୍ଡ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ନଦୀବନ୍ଧର ଜଳସ୍ତର ବଢିଚାଲିଛି। ମହାନଦୀରେ ବନ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଗତ ମଧ୍ୟରାତ୍ରିରେ ନଦୀବନ୍ଧର ଆଉ ଦୁଇଟି ଓ ସକାଳେ ଆଉ ଦୁଇଟି ସ୍ଲୁଇସ ଗେଟ୍‌ ଖୋଲିବାକୁ ନିର୍ଦ୍ଦେଶ ଦିଆଯିବା ପରେ ଖୋଲିଥିବା ଗେଟ୍‌ ସଂଖ୍ୟା ୪୪କୁ ବୃଦ୍ଧି ପାଇଛି…

କରୋନା: ଦିନକରେ ୧୦୨୧ ମୃତ, ଦେଶରେ ମୋଟ…

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବିଗୁଡ଼ିଛି କରୋନା ସ୍ଥିତି। ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୩୪ଲକ୍ଷ ୬୩ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା…