ଦିନକରେ ୭୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ…
ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ କରୋନା ସଂକ୍ରମଣ। ଦିନକୁ ଦିନ ଦେଶରେ ବଢ଼ି ଚାଲିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏପରିକି ଦୈନିକ ସଂକ୍ରମଣରେ ଭାରତ ଏକ ନମ୍ବର ସ୍ଥାନରେ ଅଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୩୬ଲକ୍ଷ ୨୧ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ…