ମନ୍ତ୍ରୀ ଟୁକୁନୀ ସାହୁଙ୍କୁ କରୋନା
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା। ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି। ଏହାରି ମଧ୍ୟରେ ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା ହୋଇଥିବା ସୂଚନା ମିଳିଛି। କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା…