ଟ୍ରକ-ବାଇକ ମୁହାଁମୁହିଁ ଧକ୍କା, ଚାଲିଗଲା…
କେନ୍ଦୁଝର: ଟ୍ରକ ଓ ବାଇକ ମଧ୍ୟରେ ମୁହାଁମୁହାଁ ଧକ୍କାରେ ଜଣଙ୍କର ଜୀବନ ଚାଲି ଯାଇଛି। ଏମିତି ଏକ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାରେ। ଜିଲ୍ଲା ଦେଇ ଯାଇଥିବା ୨୦ନଂ ଜାତୀୟ ରାଜପଥ ନିକଟ ଧକୋଠା ଓଭର ବ୍ରିଜ୍ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି। ଯାହାଫଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ଭଦ୍ରକ…