ଦେଶରେ କରୋନା: ୨୪ ଘଣ୍ଟାରେ ୮୩୮୦୯…
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୮୩ ହଜାର ୮୦୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯ ଲକ୍ଷ ୩୦ ହଜାର ୨୩୬ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୦୫୪ ଜଣ…