ରାଜଧାନୀରୁ ଆଉ ୩୬୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରୁ ବୁଧବାର ରେକର୍ଡ ସଂଖ୍ୟକ ୩୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୬ ଜଣ ରହିଥିବା ବେଳେ ହେଉଛନ୍ତି ୨୮୬ ସ୍ଥାନୀୟ ସଂକ୍ରମିତ। ଏଥିସହ ୪୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି।
Update on newly detected & cured #COVID19 cases in the last 24 hrs under the BMC area on 16th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/ZKDEzrmKDN— BMC (@bmcbbsr) September 16, 2020
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୫୨୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।
Comments are closed.