‘ଜିଓ କ୍ରିକେଟ ପ୍ଲେ-ଏଲଙ୍ଗ୍’ ନେଇଆସିଛି…
ମୁମ୍ବାଇ : ଫଟାଫଟ କ୍ରିକେଟର ମହାକୁମ୍ଭ ଆଇପିଏଲ୍ ଆରମ୍ଭ ହୋଇଯାଇଛି । ଏଥି ସହିତ ଜିଓ ପକ୍ଷରୁ ଆରମ୍ଭ ହୋଇଛି ‘ଜିଓ କ୍ରିକେଟ୍ ପ୍ଲେ-ଆଲଙ୍ଗ୍’ ଯେଉଁଥିରେ ଖେଳ ଦେଖିବା ସହ କ୍ରିକେଟ ପ୍ରେମୀମାନେ ନିଜେ ଖେଳରେ ସାମିଲ୍ ହୋଇ ଆର୍ଷଣୀୟ ପୁରସ୍କାର ଜିତିପରିବାର ସୁଯୋଗ ରହିଛି ।
ଚଳିତବର୍ଷ ପାଇଁ ଏହା ହେଉଛି…