Odisha Link
Bridging the Missing Links in Odisha
Daily Archives

September 23, 2020

ଆଜି ଶେଷ ହୋଇପାରେ ମୌସୁମୀ ଅଧିବେଶନ !

ନୂଆଦିଲ୍ଲୀ:  ଅକ୍ଟୋବର  ୧ ଯାଏଁ ଚାଲିବାକୁ ଥିବା ସଂସଦର ମୌସୁମୀ ଅଧିବେଶନ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆଜି ଶେଷ କରିବାକୁ ଉଭୟ ଶାସକ ଓ ବିରୋଧୀ ଦଳଙ୍କ ମତ ଲୋଡାଯାଇଥିବା ବେଳେ ଏଥିରେ ଉଭୟ ସହମତ ଥିବା ଜଣାପଡିଛି। ୧୪ ସେପ୍ଟେମ୍ବରରେ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନ ୧ ଅକ୍ଟୋବର ଯାଏ ଚାଲିବାକୁ…

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତ ମୃତ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…

ଦନ୍ତା ହାତୀର ମୃତଦେହ ଠାବ

ସୁନ୍ଦରଗଡ଼: କୋଇଡା ରେଞ୍ଜ ଅନ୍ତର୍ଗତ ଅରାଘାଟ ଗ୍ରାମର ପାରମସାହିରୁ ଗତକାଲି ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ହାତୀଟିର ବୟସ ୧୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ହାତୀଟିର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳ କୌଣସି ରୋଗ କାରଣରୁ ତା’ର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ବନବିଭାଗ…

କରୋନା: ରାଜ୍ୟରେ ୪୨୩୭ ପଜିଟିଭି ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୪୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୫୪୮ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୮୫ ଜଣ କ୍ବାରେଣ୍ଟାଇନ୍‌ରେ…

ରାଜ୍ୟରେ ୨୪ ଘଣ୍ଟାରେ ୪୫ ହଜାରରୁ…

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫ ହଜାର ୬୨୧ କରୋନା ଟେଷ୍ଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀ ବୁଧବାର ସୂଚନା ଦେଇଛନ୍ତି। ରାଜ୍ୟରେ ଆରଟିପିସିଆର, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ମାଧ୍ୟମରେ କରୋନା ନମୁନା ଟେଷ୍ଟ କରାଯାଇଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ, ଆରଟିପିସିଆରରେ ୮ ହଜାର…

ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍: ଆଜି…

ମୁମ୍ବାଇ: ବଲିଉଡ୍‌ରେ ଡ୍ରଗ୍ସ ରାକେଟ୍ ନେଇ ଏନ୍‌ସିବି ଜୋରଜାର ଖୋଳତାଡ଼ କରୁଛି। ଏନ୍‌ସିବିର ତଦନ୍ତରେ ବଲିଉଡର ଅନେକ ଲୋକ୍ରପ୍ରିୟ କଳାକାରଙ୍କ ନାମ ସାମନାକୁ ଆସିଛି। ଏଥିରେ  ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ସମେତ ଶ୍ରଦ୍ଧା କପୁର, ସାରା ଅଲ୍ଲୀଖାନ୍‌ ଏବଂ ରକୁଲ ପ୍ରୀତ୍‌ ସିଂହ ନାଁ ଏବେ ସାମ୍ନାକୁ…

ପରିବା ବଜାରରେ ନିଆଁ, ଆକାଶ ଛୁଆଁ ଦର

ଭୁବନେଶ୍ବର: ପରିବା ବଜାରରେ ନିଆଁ। ପରିବା ଦର ଏବେ ଆକାଶ ଛୁଆଁ। ଦୀର୍ଘ ୧୦ ଦିନ ମଧ୍ୟରେ ପରିବା ଦର ହୁ ହୁ ହୋଇ ବଢି ଚାଲିଛି। ଲକ୍ ଡ଼ାଉନ ହେଉ କିମ୍ବା ସଟ୍ ଡ଼ାଉନ ସମୟରେ ପରିବା ଦର ଯେତିକି ବୃଦ୍ଧି ହୋଇନଥିଲା ଏବେ ପରିବା ଦର ଆକାଶ ଛୁଆଁ। ୨ ରୁ ୩ଟି ପରିବାକୁ ବାଦ୍‌ ଦେଲେ କୌଣସି ପରିବା ଦର ୫୦ ଟଙ୍କାରୁ…

ଏଣିକି ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା…

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢ଼ାଇଛି କରୋନା ସଂକ୍ରମଣ। ଏହାକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି। ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ…

ଦେଶରେ କରୋନା: ମୃତ୍ୟୁ ସଂଖ୍ୟା ଟପିଲା ୯୦…

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥସହ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦,୦୨୦ ରେ ପହଞ୍ଚିଲାଣି। ଗତ ୨୪ ଘଣ୍ଟାରେ ଦେଶରେ ୧୦୮୫ ଜଣ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଦେଶରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୮୩ ହଜାର ୩୪୭ ଆକ୍ରାନ୍ତ…

ହୀରାକୁଦ ଡ୍ୟାମ୍‌ର ୯ଟି ଗେଟ୍‌ ଦେଇ…

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ବୁଧବାର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ହୀରାକୁଦ ଜଳଭଣ୍ଡାରର ୯ଟି ଗେଟ୍ ଦେଇ ବନ୍ୟାଜଳ ଜଳ ନିଷ୍କାସନ ଜାରି ରହିଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଡ୍ୟାମ୍‌ର ବାମପଟର ୬ ଓ ଦକ୍ଷିଣ ପଟର ୩ ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି।…