ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ
ବାଲେଶ୍ବର: ନୀଳଗିରି ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ। ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ। ଖବର ପାଇ ଘଟମାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ବାଲେଶ୍ବର ଜିଲ୍ଲା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ଧାରି ବିଲ ନିକଟରେ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ। ମୃତକ ହେଲେ…