ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ…
ଭୁବନେଶ୍ୱର: ମୌସୁମୀ ଉତ୍ତରମୁହାଁ ହେବାରେ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି…