ପୂର୍ବତନ ଜିଲ୍ଲାପାଳଙ୍କ ବିରୋଧରେ…
ଭୁବନେଶ୍ୱର: ତିର୍ତୋଲ ଉପନିର୍ବାଚନରେ ଭୋଟରଙ୍କୁ ବିଜେଡି ସପକ୍ଷରେ ଭୋଟ ଦେବା ଲାଗି ସରକାରୀ ପ୍ରଶାସନିକ ଅଧିକାରୀ ପ୍ରବର୍ତାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଶାସକ ଦଳର ମନ୍ତ୍ରୀ ଓ ନେତାମାନେ ନିର୍ବାଚନ ଆଚରଣବିଧି ଉଲ୍ଲଘଂନ କରୁଥିବା ସମୟରେ ଏବେ ଜଗତସିଂହପୁରର ପୂର୍ବତନ ଜିଲ୍ଲାପାଳ ସଂଗ୍ରାମ କେଶରୀ…