ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ…
ଭୁବନେଶ୍ୱର: ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହେବା କାରଣରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା…