ଆସୁଛି ଆଉ ଏକ ଲଘୁଚାପ; ପ୍ରବଳ ବର୍ଷିବ
ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସମୁଦ୍ର ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଅବପାତ ଭାବେ ଗତି କରିବ। ଏହା…