Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଆଜି ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧ରେ ପହଞ୍ଚିଛି।

Comments are closed.