Odisha Link
Bridging the Missing Links in Odisha
Daily Archives

October 9, 2020

ପୀୟୂଷ ଗୋଏଲଙ୍କୁ ଖାଉଟି ବ୍ୟାପାର…

ନୂଆଦିଲ୍ଲୀ: ଗତକାଲି ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ଵାନଙ୍କ ପରଲୋକ ପ​‌ରେ ତାଙ୍କ ବିଭାଗ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ଦାୟିତ୍ବ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ପ୍ରଦାନ କରାଯାଇଛି। ପୀୟୂଷଙ୍କ ପାଖରେ ବର୍ତ୍ତମାନ ରେଳ ମନ୍ତ୍ରଣାଳୟ ସହିତ ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟର…

ଆର୍ସେଲର ମିତଲ ଓ ନିପନ ଷ୍ଟିଲର…

ଭୁବନେଶ୍ୱର : ଆର୍ସେଲର ମିତଲ ଓ ନିପନ ଷ୍ଟିଲ୍ କମ୍ପାନୀର ବରିଷ୍ଠ ଅଧିକାରୀ, ଇସ୍ପାତ୍ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକରେ ଯୋଗଦେବା ଅବସରରେ ପାରାଦୀପ ପେଲେଟ୍ ପ୍ଲାଣ୍ଟର କ୍ଷମତା ବୃଦ୍ଧି ଓ କଳିଙ୍ଗନଗର ଷ୍ଟିଲ୍ ହବରେ ପୁଞ୍ଜିନିବେଶ କରିବା ପାଇଁ ଆର୍ସେଲର ମିତଲ ଓ ନିପନ…

ଆଣ୍ଟି ରେଡିଏସନ୍ ମିସାଇଲ ‘ରୁଦ୍ରମ’ର ସଫଳ…

ନୂଆଦିଲ୍ଲୀ: ଭାରତ ଆଜି ଆଣ୍ଟି ରେଡିଏସନ୍ ମିସାଇଲ ରୁଦ୍ରମର ସଫଳ ପରୀକ୍ଷଣ କରିଛି। ଏହି ଆଣ୍ଟି ରେଡିଏସନ୍ ମିସାଇଲ ଡିଆର୍‌ଡିଓ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ମିସାଇଲ ଡିଆର୍‌ଡିଓ ଓଡ଼ିଶା ତଟ୍ଟ ଅଞ୍ଚଳରେ ଏହାର ପରୀକ୍ଷଣ କରାଯାଇଛି। ଏହାର ପରୀକ୍ଷଣ ସୁଖୋଇ-୩୦ ଫାଇଟର ଏୟାରକ୍ରାଫ୍ଟରୁ କରାଯାଇଛି।…

କରୋନାରେ ପୂର୍ବତନ ପୋଲିସ ଡିଜି ଜନ୍…

ଭୁବନେଶ୍ୱର: କରୋନା ଆକ୍ରାନ୍ତ ହୋଇ ପୂର୍ବତନ ପୋଲିସ ଡିଜି ଜନ୍ ନାୟକଙ୍କ ମୃତ୍ୟୁ ଘଟିଛି। ଏନେଇ ପୋଲିସ ମହାନିର୍ଦ୍ଦେଶକ ଅଭୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଡିଜିପି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ଡିଜି ଜନ୍‌ ନାୟକଙ୍କୁ ୭୮ ବର୍ଷ ହୋଇଥିଲା।…

ମୂର୍ତ୍ତି ଉଚ୍ଚତା ବିବାଦ: ହାଇକୋର୍ଟରେ…

କଟକ: କଟକ ଦୁର୍ଗାପୂଜା ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ଆଜି ରାଜ୍ୟ ସରକାର ହାଇକୋର୍ଟରେ ୨ଟି ସତ୍ୟପାଠ ଦାଖଲ କରିଛନ୍ତି। ଆସନ୍ତା ମଙ୍ଗଳବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ୪ଫୁଟ ମୂର୍ତ୍ତି ଉଚ୍ଚତାକୁ ବିରୋଧ କରି ୫ଟି ମାମଲା ହାଇକୋର୍ଟରେ ଦାୟର ହୋଇଥିଲା। ବାଲୁବଜାର,…

ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ୨୦୨୦ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା ହୋଇଛି। ଓ୍ବାର୍ଲଡ ଫୁଡ୍‌ ପ୍ରୋଗ୍ରାମ୍କୁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଓ ପରିବେଶ କର୍ମୀ ଗ୍ରେଟା ଥନବର୍ଗ ଥିବାବେଳେ ସେମାନଙ୍କୁ ପଛରେ ପକାଇଦେଇଛି…

କୋଭିଡ୍‌ ନିୟମକୁ ଫୁ, ଜନ୍ମଦିନରେ ମାତିଲେ…

ଭୁବନେଶ୍ବର: କରୋନା କଟକଣାକୁ ଫୁ କରି ଜନ୍ମଦିନରେ ମାତିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଗତକାଲି ଅର୍ଥାତ ବୁଧବାର ଥିଲା ସାଂସଦ ଅପରାଜିତାଙ୍କ ଥିଲା ଜନ୍ମଦିବସ। କୋଭିଡ୍‌ କଟକଣା ପାଇଁ ବର୍ତ୍ତମାନ ସମୟରେ ବହୁ ସଂଖ୍ୟକ ଲୋକ ସମାଗମ ହେବାକୁ ବାରଣ କରାଯାଇଥିବା ବେଳେ ସାଂସଦଙ୍କ ଜନ୍ମଦିନରେ…

୨ ଦିନ ଭିତରେ ବିଜେପିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା କୌଣସି ଦଳ ନିର୍ବାଚନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିନାହାନ୍ତି। ପ୍ରାର୍ଥିତ୍ଵକୁ ନେଇ ଚାଲିଛି ଛକାପଞ୍ଝା। କେଉଁ ଦଳରୁ କିଏ ପ୍ରାର୍ଥୀ ହେବେ ତାହା ସ୍ପଷ୍ଟ ହୋଇନାହିଁ।…

୧୨ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ ଏକକ ପିଜି ପ୍ରବେଶିକା ପରୀକ୍ଷା ହେବ। ଅକ୍ଟୋବର ୧୨ ତାରିଖରୁ ଅକ୍ଟୋବର ୨୨ ତାରିଖ ମଧ୍ୟରେ ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପରୀକ୍ଷା ହେବ। ଚଳିତ ବର୍ଷ ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨ ହଜାର ୧୮୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ନଭେମ୍ବର ୭ ରେ ପିଜି…

କରୋନା: ରାଜ୍ୟରେ ଆଖି ବୁଜିଲେ ୧୭…

ଭୁବନେଶ୍ୱର: ରାଜ୍ୟ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଆଜି ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧ରେ ପହଞ୍ଚିଛି।