Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୧୬ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା। ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Comments are closed.