୨ ଲକ୍ଷ ଟଙ୍କା ଲୁଟ୍

ଖୋର୍ଦ୍ଧା: ଦିନକୁ ଦିନ ଲୁଟେରାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବାପ ପୁଅଙ୍କ ଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଦୁର୍ବୃତ୍ତ ମାନେ ସେମାନଙ୍କଠୁ ଟଙ୍କାକୁ ଝାମ୍ପି ନେଇଛନ୍ତି। ଟାଉନ୍ ଥାନା ଗୋଡ଼ିପୋଖରୀ ନିକଟରେ ଲୁଟ୍ର ଅଭିଯୋଗ ହୋଇଛି।
ବାଙ୍କୀରେ ଟଙ୍କା ଡିପୋଜିଟ୍ ପାଇଁ ଯାଉଥିବା ବେଳେ ଲୁଟ୍ ହୋଇଛି। ଏକ ଗ୍ୟାସ୍ ଏଜେନ୍ସି କର୍ତ୍ତୃପକ୍ଷଙ୍କ ଠାରୁ ୪ ଲକ୍ଷ ୯୬ ହଜାର ଟଙ୍କା ଲୁଟ୍ ହୋଇଥିବା ସୂଚନା ମିଳିଛି। ଏସ୍ବିଆଇ ବ୍ୟାଙ୍କରୁ ଟଙ୍କା ନେଇ ଆସୁଥିବା ବେଳେ ୨ ଦୁର୍ବୃତ୍ତ ଲୁଟ୍ କରିଥିବା ଅଭିଯୋଗ ହୋଇଛି।
Comments are closed.