Odisha Link
Bridging the Missing Links in Odisha
Daily Archives

October 15, 2020

ରାଜଧାନୀରୁ ୨୫୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀରୁ ମୋଟ୍‌ ୨୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୭୩ ଜଣ ସଂଗରୋଧ ଓ ୧୮୦ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।…

ବର୍ଷକରେ ୩୬ ଲକ୍ଷ ବଢ଼ିଛି ପିଏମ୍‌…

ନୂଆଦିଲ୍ଲୀ: ଗତବର୍ଷ ତୁଳନାରେ ଚଳିତ ବର୍ଷ ବଢ଼ିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ପତ୍ତି। ,ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ରେ ଦାଖଲ ହୋଇଥିବା ସମ୍ପତ୍ତି ଘୋଷଣାନାମାରୁ ଜଣାପଡ଼ିଛି। ଗତବର୍ଷ ତୁଳନାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କର ସମ୍ପତ୍ତିର ମୂଲ୍ୟ ୩୬ ଲକ୍ଷ ବୃଦ୍ଧି ପାଇଛି…

ଓଟିଭି ସାମ୍ବାଦିକଙ୍କୁ ଉଠାଇନେଲା ପୁଲିସ

ଭୁବନେଶ୍ବର: ଓଟିଭିର ବରିଷ୍ଠ ସାମ୍ବାଦିକ ରମେଶ ରଥଙ୍କୁ ତାଙ୍କ ଘର ପାଖରୁ ଉଠାଇନେଇଛି ପୁଲିସ। ଏ ନେଇ ସୂଚନା ଦେଇଛନ୍ତି ତାଙ୍କ ସହ ଥିବା ଓଟିଭିର ଅନ୍ୟ ଜଣେ ମହିଳା କର୍ମଚାରୀ। ପୁଲିସ ତାଙ୍କୁ ଉଠାଇ ନେବା ପୂର୍ବରୁ ଫୋନ୍‌ ଛଡ଼ାଇ ନେଇଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀ ମହିଳା ସାମ୍ବାଦିକ ସୂଚନା ଦେଇଛନ୍ତି।…

ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କୁ ଜବାବ ତଲକ କଲେ ହାଇକୋର୍ଟ ।ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ। ସୂଚନା ଅନୁସାରେ, ପୁରୀ ବଳଗଣ୍ଡି ମୌଜାରେ ବଡ଼ଦାଣ୍ଡରେ ଦଣ୍ଡାୟମାନ ଏହି ପୁରାତନ ଧର୍ମଶାଳାକୁ ୧୯୦୫ ମସିହାରେ କହ୍ନେୟାଲାଲ ବଗଲା ନାମକ ଜଣେ…

ବିଏମସିର ପୂଜା ଗାଇଡଲାଇନ୍

ଭୁବନେଶ୍ୱର: ଆସୁଛି ପାର୍ବଣ ଋତୁ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ପୂଜାରେ କରୋନା କରୋନା ସଂକ୍ରମଣକୁ ରୋକିବା ପାଇଁ ପୂଜା ଗାଇଡଲାଇନ ଜାରି କରିଛି ବିଏମସି। ଜାରି ନିୟମକୁ ଉଲ୍ଲଂଘନ କଲେ ଦଣ୍ଡ ସାଙ୍ଗକୁ…

ମୁହାଣ ଖୋଳିଲେ ଗାଁ ଲୋକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପୋତାଗଡ଼ରେ ମୁହାଣ ଖୋଲିଲେ ଗାଁ ଲୋକ । ଋ଼ଷିକୁଲ୍ୟା ନଦୀ ସମୁଦ୍ରରେ ଯାଇ ମିଶିଛି। ଏହାର ମୁହାଣରେ ଦୀର୍ଘ ବର୍ଷ ଧରି ବାଲି ଭର୍ତ୍ତି ହେବା ଫଳରେ ପୋତି ହୋଇ ରହିଥିଲା । ଯାହା ଫଳରେ ପ୍ରବଳ ବର୍ଷା ହେବା କାରଣରୁ ଗାଁରେ ନଦୀ ପାଣି ପସିବା ସହ ନାନା ସମସ୍ୟା ସୃଷ୍ଟି ହୁଏ।…

ନଦୀକୁ ଡେଇଁ ଦୁଇ ଭଉଣୀ ନିଖୋଜ

ବଲାଙ୍ଗିର: ଆଜି ୨ ଭଉଣୀ ନଦୀକୁ ଡେଇଁ ପଡ଼ିଛନ୍ତି ।ଏହି ଦୁର୍ଘଟଣାଟି ବଲାଙ୍ଗିର ଜିଲ୍ଲା ତୁସୁରା ଥାନା ତେଲ ନଦୀ ବ୍ରିଜ୍‌ ଉପରେ ଘଟଣାଟି ଘଟିଛି। ବ୍ରିଜ ଉପରେ ଗୋଟିଏ ସ୍କୁଟି ଓ ୨ ହଳ ଚପଲ ଥୁଆ ହୋଇଥିବା ବେଳେ ସେମାନଙ୍କ ପତ୍ତା ମିଳିପାରିନି। ସୂଚନାଅନୁସାରେ, ଆଜି ମଧ୍ୟାହ୍ନ ସମୟରେ ୨ ଯୁବତୀ ଏକ…

୧୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଅକ୍ଟୋବର ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ତାଜା ସୂଚନା…

ଚଳିତ ବର୍ଷ ଜନ୍ମ ଦିନ ପାଳିବେନି…

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ। କାଲି ୭୫ ବର୍ଷ ବୟସରେ ପଦାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାତ୍ର ଚଳିତ ବର୍ଷ ଜନ୍ମ ଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ। କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ନିଜ ଜନ୍ମ ଦିନ ପାଳନ କରିବେ ନାହିଁ…

ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣା, ଡିଏନଏ…

ଭୁବନେଶ୍ୱର: ରାଜଭବନ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା। ବିସ୍ଫୋରଣ ଘଟଣାରେ ଡିଏନଏ ଟେଷ୍ଟ ପାଇଁ ନିଖୋଜ ସୀମାଞ୍ଚଳଙ୍କ ପରିବାର କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଛନ୍ତି। ସୀମାଞ୍ଚଳଙ୍କ ବାପା, ମାଆ ଓ ଭାଇ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଛନ୍ତି। ସୀମାଞ୍ଚଳଙ୍କ ବାପା କହିଛନ୍ତି ଯେ, ବିସ୍ଫୋରଣ ପାଇଁ…