ରାଜ୍ୟ କରୋନା: ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୧୭୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୭୮୮୭ରେ ପହଞ୍ଚିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩୧ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Covid-19 Report For 21st October
New Positives Cases: 1793
In quarantine: 1031
Local contacts: 762(Details of local contacts will be shared by concerned District Administration)
District Wise Cases:
1. Angul: 107
2. Balasore: 40
3. Bargarh: 61
4. Bhadrak: 68
5. Balangir: 76— I & PR Department, Odisha (@IPR_Odisha) October 23, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ୧୦୭ଜଣ, ବାଲେଶ୍ୱର ଜିଲ୍ଲାରୁ୪୦ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୬୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ୧୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୨ଜଣ, ଯାଜପୁର ଜିଲ୍ଲାରୁ ୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୩ଜଣ, କଳାହାଣ୍ଡି ଜିଲ୍ଲାରୁ୪୫ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ୨୦୮ଜଣ, କୋରାପୁଟ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୫ଜଣ, ନୟାଗଡ଼ ଜିଲ୍ଲାରୁ୩୪ଜଣ, ନୂଆପଡା ଜିଲ୍ଲାରୁ୮୪ଜଣ, ପୁରୀ ଜିଲ୍ଲାରୁ ୮୨ଜଣ, ରାୟଗଡ଼ା ଜିଲ୍ଲାରୁ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ୍ ପୁଲ୍ରୁ ୪୪ଜଣ ରହିଛନ୍ତି।
Comments are closed.