Odisha Link
Bridging the Missing Links in Odisha
Daily Archives

October 27, 2020

ମଦ ହେଲା କାଳ,ବିଷାକ୍ତ ମଦ ପିଇ ୩ ଯୁବକ…

ବନ୍ତଳା : ବିଷାକ୍ତ ମଦ ପିଇ ମୃତ୍ୟୁବରଣ କରିଛନ୍ତି ତିନି ଜଣ ଯୁବକ। ଏହି ଅଭାବନୀୟ ଘଟଣା ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଶରଧାପୁର ପଞ୍ଚାୟତ ପଥରଗଡ଼ ଗାଁରେ ଘଟିଛି। ଗତ ରବିବାର ରାତିରେ ଦୁଇଜଣ ମୃତ୍ୟୁବରଣ କରିଥିବାବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣକର ମୃତ୍ୟୁ ହୋଇଛି। ମୃତକମାନେ ହେଲେ…

ଆନ୍ଧ୍ର-ଓଡ଼ିଶା ସୀମାରେ ପୁଲିସ-ନକ୍ସଲ…

ମାଲକାନଗିରି: ଆନ୍ଧ୍ର-ଓଡ଼ିଶା ସୀମାରେ ପୁଲିସ-ନକ୍ସଲ ଗୁଳି ବିନିମୟ ହୋଇଛି। ମାଲକାନଗିରି ଜିଲ୍ଲାର ସ୍ବାଭିମାନ ଅଞ୍ଚଳର ଜୁମଡାଙ୍ଗରେ ନକ୍ସଲଙ୍କ ଗତିବିଧି ଥିବା ସଂପର୍କରେ ଜଣାପଡ଼ିବା ପରେ ଗତକାଲି ରାତିରେ ପୁଲିସ ଓ ଯବାନମାନେ ଉକ୍ତ ଅଞ୍ଚଳରେ ସର୍ଚ ଅପରେସନ୍ କରିଥିଲେ। ଆଜି ଆନ୍ଧ୍ର-ଓଡ଼ିଶା ସୀମାରେ…

ଚନ୍ଦ୍ରପୃଷ୍ଠରେ ଜଳ : ଆବିଷ୍କାର କଲା…

ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ମଣିଷ ଘର କରି ରହିବାର ବୈଜ୍ଞାନିକ ଆଶା ଆହୁରି ମଜବୁତ ହୋଇ ଯାଇଛି। କାରଣ ଚନ୍ଦ୍ର ପୃଷ୍ଠରେ ପାଣିର ସନ୍ଧାନ ମିଳିଛି । ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସାର ‘ମୁନ୍ ମିଶନ୍‌’ରେ ପାଣିର ସନ୍ଧାନ ମିଳିଛି ବୋଲି କହିଛି । ଫ୍ଲାଇଙ୍ଗ ଟେଲିସ୍କୋପ ଜରିଆରେ ଚନ୍ଦ୍ରପୃଷ୍ଠର…

ଆଜିଠୁ ଶ୍ରୀଜିଉଙ୍କ କାର୍ତ୍ତିକ ନୀତି…

ପୁରୀ: ଆଜିଠାରୁ ଶ୍ରୀଜିଉଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଆଶ୍ୱୀନ ମାସ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ଆଜିଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ ଟାରେ ଦ୍ୱାର ଫିଟା, ତାପରେ ମଙ୍ଗଳାଆରତୀ ନୀତି ସରିଛି। ଏହାପରେ…

ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ପୁଲୱାମା : କଶ୍ମୀରର ପୁଲୱାମା ଜିଲ୍ଲାର ଅୱନ୍ତିପୋରା ଠାରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀ ମୁହାଁ ମୁହିଁ । ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଜଣେ ଆତ୍ମସମର୍ପଣ କରିଛି । ସଂପୃକ୍ତ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ଖବର ପାଇବା ପରେ ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ…

‘ମେରି ସହେଲି’ ଯୋଜନାର…

ନୂଆଦିଲ୍ଲୀ: ଭାରତୀୟ ରେଳ ବିଭାଗର ବଡ଼ ପଦକ୍ଷେପ। ଟ୍ରେନ୍‌ରେ ଯାତ୍ରା କରୁଥିବା ମହିଳାଙ୍କୁ ମିଳିବ ସୁରକ୍ଷା। ଟ୍ରେନରେ ମହିଳା ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆରପିଏଫ୍‌ ପକ୍ଷରୁ 'ମେରି ସହେଲି' ଅଭିଯାନ ଆରମ୍ଭ କରାଯାଇଛି। ଏଥିପାଇଁ ରେଲଓ୍ବ ପୋଲିସ୍‌ ବଳ (ଆରପିଏଫ୍)ର ମହିଳା କର୍ମଚାରୀ ମାନେ ଏହି…

ରୋହିତଙ୍କ ନେଟ୍‌ ପ୍ରାକ୍ଟିସ୍‌ ସମୟର ଫଟୋ…

ନୂଆଦିଲ୍ଲୀ: ନଭେମ୍ବର ୧୦ ତାରିଖରେ ଖେଳାଯିବ ଚଳିତ ଆଇପିଏଲ ସଂସ୍କରଣର ଫାଇନାଲ ମୁକାବିଲା। ଏଥିସହିତ ଚଳିତ ଆଇପିଏଲ ସଂସ୍କରଣର ଜବନିକା ପଡ଼ିବ। ଏହି ଫଟାଫଟ ମହାକୁମ୍ଭ ସରିବା ପରେ ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ଗସ୍ତରେ ଯିବ। ସେଠାରେ ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ୩ଟ ଟି-୨୦, ୩ଟି ଦିନିକିଆ ଓ ୪ଟି…