କରୋନା: ରାଜ୍ୟରେ ଆଖି ବୁଜିଲେ ୧୨ ଆକ୍ରାନ୍ତ

ଭୁବନେଶ୍ୱର: ଦୀର୍ଘ ସାତ ପରେ କରୋନା ସଂକ୍ରମଣ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ। ଆଜି ରାଜ୍ୟରେ କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦କୁ ବୃଦ୍ଧି ପାଇଛି।
୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ, ଝାରସୁଗୁଡା, ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Comments are closed.