ଏକାମ୍ର ଉଦ୍ୟାନକୁ ବିକ୍ରି କରିବାକୁ…
ଭୁବନେଶ୍ୱର: ଭୁବନେଶ୍ୱରର ଶୋଭା ବର୍ଦ୍ଧନ ଏବଂ ଉଦ୍ୟାନ କୃଷିର ପ୍ରଗତି ପାଇଁ ୧୯୮୦ ଦଶକରେ ତତ୍କାଳୀନ କଂଗ୍ରେସ ସରକାରର ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ୨୬ ଏକର ପରିମିତ ଏକାମ୍ର ପାର୍କ ପ୍ରତିଷ୍ଠା କରିଥିଲେ। ଏହାକୁ ଏବେ ବିକ୍ରି କରିବା ପାଇଁ ବା ହଡପ କରିବା ପାଇଁ ସରକାର ଯେଉଁ…