ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ୧୩୧୧…
ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ଠାରୁ ସୁସ୍ଥଙ୍କ ହାର ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୩୧୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୮୮ ହଜାର୧୬୮ରେ ପହଞ୍ଚିଛି। ଏନେଇ ରାଜ୍ୟ…