ରାଜଧାନୀରୁ ଆଉ ୫୭ ଜଣ କରୋନା ପଜିଟିଭ୍…
ଭୁବନେଶ୍ୱର: ରାଜଧାନୀରୁ ଆଉ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୦୪ରେ ପହଞ୍ଚିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩ ଜଣ ରହିଥିବା ବେଳେ ୪୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ।…