ଏସସି/ଏସଟି ମାଟ୍ରିକ ଛାତ୍ର ବୃତ୍ତିରେ…
ଭୁବନେଶ୍ୱର: ଛାତ୍ରବୃତ୍ତି ଅପରିବର୍ତ୍ତିତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏସସି/ଏସଟି ମାଟ୍ରିକ ଛାତ୍ର ବୃତ୍ତିରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟନାୟକ କହିଛନ୍ତି।
ବର୍ତ୍ତମାନର ପ୍ରଚଳିତ ହାରରେ ପିଲାମାନଙ୍କୁ ଛାତ୍ରବୃତ୍ତି ଦିଆଯିବ।…