ରାଜ୍ୟର ତପମାତ୍ରା, ୧୫ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗରୁ ଆସୁଥିବା ଥଣ୍ଡା ପବନ ଯୋଗୁଁ ଥରିଲାଣି ଉତ୍ତର ଓଡ଼ିଶାର ଅନେକ ଜିଲ୍ଲା। ଉତ୍ତର ଅପେକ୍ଷା ଦକ୍ଷିଣ ଓଡ଼ିଶାରେ ଅଧିକ ଅନୁଭୁତ ହେଉଛି ଶୀତ। ଶୀତର ପ୍ରକୋପ ଯୋଗୁ ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଛି ପାରଦ। ରାଜ୍ୟରେ ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି।
ତେବେ ସୋନପୁର ସହରରେ ସର୍ବନିମ୍ନ ତାପମାତ୍ର ୯.୬ ଡିଗ୍ରୀ ରେକର୍ଡ କରାଯାଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.