Odisha Link
Bridging the Missing Links in Odisha
Daily Archives

November 16, 2020

ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିର: ବଦଳିଲେ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲ। ମନୀଷଙ୍କ ବଦଳରେ ୱାଇ ବିଜୟଙ୍କୁ ମାଲକାନଗିରିର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ତେବେ ମନୀଷ ଅଗ୍ରୱାଲଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଡେପୁଟି ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ…

ବିହାର ମହାମେଣ୍ଟରେ ଫାଟ! ଆରଜେଡି ନେତା…

ପାଟନା: କରୋନା କାଳରେ ସରିଛି ବିହାର ନିର୍ବାଚନ। ଗୋଟିଏ ପଟେ ଏନଡିଏ ସରକାର ଗଠନ କରିବା ପାଇଁ ପ୍ରସ୍ତୁତି କରୁଥିବା ବେଳେ ଅନ୍ୟପଟେ ମହାମେଣ୍ଟରେ ଦେଖା ଯାଇଛି ଫାଟ। ଆଜି ଅପରାହ୍ନରେ ନୀତିଶ କୁମାର ୭ମ ଥର ଭାବେ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ବେଳେ ଆରଜେଡିର ବରିଷ୍ଠ ନେତା ଶିବାନନ୍ଦ…

ପରାଜୟ ସ୍ୱୀକାର କଲେ ଟ୍ରମ୍ପ,…

ୱାଶିଂଟନ: ନିଜ ପରାଜୟକୁ ସ୍ୱୀକାର କରିଛନ୍ତି ଡୋନାଲ୍ଡ ଟ୍ରମ୍ପ୍। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଫଳ ଆସିବା ପରେ ପ୍ରଥମ ଥର ପାଇଁ ନିଜ ପରାଜୟକୁ ସ୍ୱୀକାର କରିଛନ୍ତି ଟ୍ରମ୍ପ। ଏନେଇ ଟ୍ରମ୍ପ୍ ଟୁଇଟ କରି ଲେଖିଛନ୍ତି, ଜୋ-ବାଇଡେନ ବିଜୟ ହୋଇଛନ୍ତି, କାରଣ ନିର୍ବାଚନରେ ଅସାଧୁ ଉପାୟ ଅବଲମ୍ବନ କରାଯାଇଛି।…

ନାଳରୁ ୬ଫୁଟର କୁମ୍ଭୀର ଉଦ୍ଧାର

ସୋର: ନାଳରୁ ଉଦ୍ଧାର ହେଲା ବିରାଟ କୁମ୍ଭୀର। ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖରାସାହାପୁର ନିକଟରୁ ଛଅ ଫୁଟ ଲମ୍ବର ଏକ ବିରାଟ କୁମ୍ଭୀର ଉଦ୍ଧାର କରାଯାଇଛି। ମାଛ ମାରିବାକୁ ଯିବା ବେଳେ ଏହି କୁମ୍ଭୀର ଉଦ୍ଧାର କରିଥିଲେ ମତ୍ସଜୀବୀ। ମତ୍ସଜୀବୀ ନାଳରୁ କୁମ୍ଭୀର ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର…

ମୋବାଇଲ୍‌ ଫାଟି ବର୍ଷକର ଶିଶୁ ଗୁରୁତର

ଲକ୍ଷ୍ମୀପୁର: ମୋବାଇଲ ଫୋନ୍ ଫାଟି ବର୍ଷକର ଶିଶୁ କନ୍ୟା ଗୁରୁତର ଆହତ ହୋଇଛି। କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ତଳ ବିଲାଙ୍ଗସିଲ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୋବାଇଲ ଫାଟି ଝିଅଟିର ମୁହଁ ପୁରା ପୋଡ଼ିଜାଇଛି। ଶିଶୁଟିକୁ ଲକ୍ଷ୍ମୀପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା…

ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ବିହାର: ଅପରାହ୍ନ ୪ଟା ୩୦ରେ ଶପଥ ନେବେ…

ପାଟନା: ଆଜି ଅପରାହ୍ନରେ ଜେଡିୟୁ ଅଧ୍ୟକ୍ଷ ନୀତିଶ କୁମାର ଲଗାତାର ୪ର୍ଥଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ମୁତାବିକ ବିଜେପିର ଦୁଇ ଜଣ ନେତା ଉପମୁଖ୍ୟମନ୍ତ୍ରୀ ହେବେ। ବିଜେପି ବିଧାୟକ ଦଳ ନେତା ତାରାକିଶୋର ପ୍ରସାଦ ଓ ରେଣୁ ଦେବୀ ଉପମୁଖ୍ୟମନ୍ତ୍ରୀ…

ରାଜ୍ୟରେ କରୋନା: ଚିହ୍ନଟ ହେଲେ ୭୪୯…

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ…

ସ୍ପେସ୍‌ ଏକ୍ସ ରଚିଲା ଇତିହାସ

ୱାଶିଂଟନ: ଇତିହାସ ରଚିଲା ଆମେରିକାର ସ୍ପେସ୍‌ ଏକ୍ସ। ଆଜି ୪ ଜଣ ମହାକାଶଚାରୀଙ୍କୁ ନେଇ ଫ୍ଲୋରିଡା ସ୍ଥିତ ସ୍ପେସ୍‌ ସେଣ୍ଟରରୁ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ର ଅଭିମୁଖେ ବାହାରିଛି ଫାଲକନ୍‌ ରକେଟ୍। ଏହି ମହାକାଶ ଯାତ୍ରାରେ ପ୍ରଥମ ଥର ପାଇଁ ଆମେରିକାର କୌଣସି ବେସରକାରୀ ସଂସ୍ଥା ମହାକାଶ…

“ପୁରୀ କଲିକତାରେ! ଓଡ଼ିଶାରେ ବୋଲି…

ଭୁବନେଶ୍ବର: "ପୁରୀ କଲିକତାରେ ବୋଲି ଅଧା ଲୋକ ଭାବୁଥିଲେ। ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରତିଦ୍ବନ୍ଦ୍ବିତା କରିବା ପରେ ପୁରୀ ଓଡ଼ିଶାର ବୋଲି ଦେଶବାସୀ ଜାଣିଲେ।" ଏଭଳି ବିତଣ୍ଡା ଯୁବକ୍ତି କରିଛନ୍ତି ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର। ତାଙ୍କର ଏଭଳି ଉକ୍ତି ସମ୍ବଳିତ…