ସଡ଼କ ଦୁର୍ଘଟଣାରେ ୨ ଗୁରୁତର

ଖଜୁରିଆକଟା : ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଆଜି ଦିନ ପ୍ରାୟ ୧୧ଟା ସମୟରେ ଏକ ହାଇୱା ସହ ବାଇକର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାଟି ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅନ୍ତର୍ଗତ ପଞ୍ଚପଡ଼ା ଛକଠାରେ ଘଟଣାରେ ଘଟିଛି।
ଦୁର୍ଘଟଣାରେ ଦୁଇଜଣ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକଙ୍କ ଘର ରାଜମୋହନପୁର ଗାଁରେ ବୋଲି ଜଣାପଡିଛି। ଦମକଳବାହିନୀ ଦୁଇ ବାଇକ୍ ଆରୋହୀଙ୍କୁ ଉଦ୍ଧାର କରି ନିକଟସ୍ଥ ହିନ୍ଦୋଳ ମେଡିକାଲରେ ଭର୍ତ୍ତି କରିଛି।
Comments are closed.