କଂଗ୍ରେସ ଦଳ ବିଛିନ୍ନତାବାଦୀଙ୍କୁ…
ଭୂବନେଶ୍ୱର: ଧାରା ୩୭୦ ଏବଂ ୩୫(କ) ଭାରତୀୟ ସମ୍ବିଧାନର ଅସ୍ଥାୟୀ ଅଙ୍ଗ ଥିଲା। ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିସ୍ତୃତ ଆଲୋଚନା କରାଯାଇ ଗତ ବର୍ଷ ଅଗଷ୍ଟ ୫ ତାରିଖ ଦିନ ଏହି ଦୁଇଟି ଧାରାକୁ ଉଚ୍ଛେଦ କରାଗଲା। ଏହା ଦ୍ୱାରା ଜାମ୍ମୁ ଓ କାଶ୍ମୀର ଏବଂ ଲଦ୍ଦାଖ ପୃଥକ ଭାବେ କେନ୍ଦ୍ରଶାସିତ ରାଜ୍ୟର ମାନ୍ୟତା…