ରାଜ୍ୟରେ କରୋନା: ୭୭୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୩୨୩ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।
Covid-19 Report For 20th November
New positives: 778
In quarantine: 446
Local contacts: 332(Details of local contacts will be shared by concerned District Administration)
District Wise Cases:
1. Angul: 68
2. Balasore: 61
3. Bargarh: 30
4. Bhadrak: 6
5. Balangir: 29— I & PR Department, Odisha (@IPR_Odisha) November 21, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬୧ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ, ଷ୍ଟେଟ୍ ପୁଲ୍ରୁ ୧୩ଜଣ ରହିଛନ୍ତି।
Comments are closed.