ରାଜଧାନୀରେ ଆଜି ୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀରେ ଆଜି ୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୨୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ।
Update on newly detected #COVID19 cases in the last
24 hrs under the BMC area on 23rd Nov (till 9am) pic.twitter.com/g25qaBl2tu— BMC (@bmcbbsr) November 23, 2020
ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୯୮ରେ ପହଞ୍ଚିଛି ।
Comments are closed.