ବେଆଇନ୍ ଧର୍ମଘଟକୁ ପ୍ରୋତ୍ସାହନ ଦେଲେ…
ଭୁବନେଶ୍ୱର: ଏବେ ବେଆଇନ ଧର୍ମଘଟକୁ ପ୍ରୋତ୍ସାହିତ କଲେ ଜେଲ ସହ ଦେବାକୁ ପଡ଼ିବା ଜରିମାନା। ଏହା ଓଡ଼ିଶା ଅତ୍ୟାବଶ୍ୟକ ସେବା ସଂଶୋଧନ ବିଲ୍ ବିଧାନସଭାରେ ପାରିତ ହୋଇଛି।ନୂଆ ଅଧିନିୟମରେ ଅଗ୍ନି ନିରାପତ୍ତା ଓ ଜଙ୍ଗଲ ବିଭାଗ ସାମିଲ କରାଯାଇଛି।
ସେହିପରି କାରାଗାର ସଂସ୍କାର, ଇଲେକ୍ଟ୍ରୋନିକ୍ସ, ସୂଚନା ଓ…