ଆଖି ବୁଜିଲେ ଆଉ ୧୬ କରୋନା ସଂକ୍ରମିତ
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏନେଇ…