ଆଖି ବୁଜିଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧,୭୧୮ ରେ ପହଞ୍ଚିଛି।ଏହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Regret to inform the demise of fourteen numbers of Covid positive patients while under treatment in hospitals.
1.A 87-year-old male of Angul district who was also suffering from Hypertension & CAD.
— H & FW Dept Odisha (@HFWOdisha) November 27, 2020
Comments are closed.