ଚାଷୀ ଓ ଯୁବକ ମାନଙ୍କୁ ବ୍ୟାପକ କୃଷି…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ୧୫ଟି ଅନ୍ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରୀ ମାଛ ଚାଷ (Cage Culture) ପାଇଁ ବିଭିନ୍ନ ଉଦ୍ୟୋଗୀ…