ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ
ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ । ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Regret to inform the demise of five numbers of Covid positive patients while under treatment in hospitals.
1.A 57-year-old male of Bhubaneswar who was also suffering from Diabetes Mellitus & COPD.
— H & FW Dept Odisha (@HFWOdisha) December 3, 2020
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।
Comments are closed.