ସୁନ୍ଦରଗଡ଼ରେ ସ୍ୱଚ୍ଛତା ଓ ପରିମଳ…
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱଚ୍ଛତା ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନେକ ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ରାଉରକେଲା ମହାନଗର ନିଗମର ୪ଟି ମାଇକ୍ରୋ କମ୍ପୋଷ୍ଟିଂ କେନ୍ଦ୍ର, ୨୨ଟି ମିଶନ…