ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to inform the demise of five numbers of Covid positive patients while under treatment in hospitals.
1.A 55-year-old male of Bhubaneswar who was also suffering from Diabetes Mellitus & Hypertension.
2.A 79-year-old female of Bhubaneswar.
— H & FW Dept Odisha (@HFWOdisha) December 5, 2020
୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ପୁରୀ, ଜଗତସିଂହପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Comments are closed.