କରୋନା: ରାଜ୍ୟରେ ସୁସ୍ଥ ହେଲେ ୩୮୬…
ଭୁବନେଶ୍ଵର: ଦୀର୍ଘ ନଅ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୩୮୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୧୯,୦୬୯କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ରବିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ବିଭାଗ…