ଗଞ୍ଜାମରେ ବନ୍ଦ ହେବ ୨ କୋଭିଡ୍…
ଗଞ୍ଜାମ: କରୋନାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାରେ ଖୋଲାଯାଇଥିବା ୨ କୋଭିଡ୍ ହସ୍ପିଟାଲ ବନ୍ଦ କରାଯିବ। ଶୀତଳାପଲ୍ଲୀ ଟାଟା ହସ୍ପିଟାଲ ଓ ଗୋଳନ୍ଥରା ଅଶ୍ୱିନୀ ହସ୍ପିଟାଲ ବନ୍ଦ କରାଯିବ। ଶୀତଳାପଲ୍ଲୀ ଟାଟା ହସ୍ପିଟାଲକୁ ୨୦ରୁ ବନ୍ଦ ହେବ ଏବଂ ଅଶ୍ୱିନୀ ହସ୍ପିଟାଲ ଡିସେମ୍ବର ୩୧ ତାରିଖରୁ ବନ୍ଦ…