କରୋନା: ରାଜ୍ୟରେ ସୁସ୍ଥ ହେଲେ ୩୩୮…
ଭୁବନେଶ୍ଵର: ଦୀର୍ଘ ନଅ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ ସଂଖ୍ୟା। ଆଜି ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬ଟି ଜିଲ୍ଲାରୁ ୩୩୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୧, ୬୪୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…