ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to inform the demise of four numbers of Covid positive patients while under treatment in hospitals.
1.A 58-year-old female of Balasore district who was also suffering from Hypertension & Hypothyroidism.
— H & FW Dept Odisha (@HFWOdisha) December 26, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୯୧୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୩୩୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୫୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୭୯୯୯୫୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.