ବିଶ୍ୱସ୍ତରୀୟ ବନ୍ଦର ହେବ ପାରାଦୀପ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାରାଦୀପରେ ୱେଷ୍ଟନ୍ ଡକ୍ ନିର୍ମାଣର ବିକାଶ ସମେତ “ପାରାଦୀପ ବନ୍ଦରର ଆଭ୍ୟନ୍ତରୀଣ ବନ୍ଦର ସୁବିଧା ବଢାଇବା” ସମ୍ପର୍କୀତ ପ୍ରକଳ୍ପକୁ ମଞ୍ଜୁରି ଦିଆଯାଇଥିବା ନିଷ୍ପତିକୁ ସ୍ୱାଗତ କରିଛନ୍ତି…