ମହାପ୍ରଭୁଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର
![](https://www.odishalink.com/wp-content/uploads/2021/01/WhatsApp-Image-2021-01-09-at-6.09.06-PM.jpeg)
ପୁରୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତ। ଏହି ଅବସରରେ ଗଣମାଧ୍ୟମକୁ କହିଛନ୍ତି ଯେ ଦୀର୍ଘ ଦିନ ପରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତ୍ୟକ୍ଷ ଦର୍ଶନ କରି ନିଜକୁ କୃତାର୍ଥ ମନେ କଲି। ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି।
Comments are closed.