ସମ୍ ଅଲ୍ଟିମେଟ୍ ମେଡ଼ିକେୟାରରେ ବିଶିଷ୍ଟ…
ଭୁବନେଶ୍ୱର: ବିଶିଷ୍ଟ କାର୍ଡିଓଭାସ୍କୁଲାର ଥୋରାସିକ୍ ସର୍ଜନ ଡଃ ବନ ବିହାରୀ ମିଶ୍ର ସିନିୟର କନ୍ସଲ୍ଟାନ୍ଟ ଭାବେ ସମ୍ ଅଲ୍ଟିମେଟ ମେଡିକେୟାରରେ ଯୋଗ ଦେଇଛନ୍ତି। ଡଃ ମିଶ୍ରଙ୍କର ବିଭିନ୍ନ କର୍ପୋରେଟ୍ ହସ୍ପିଟାଲ୍ରେ ୧୩ ବର୍ଷର କାର୍ଯ୍ୟ କରିବା ଅଭିଜ୍ଞତା ରହିଥିବା ବେଳେ ସେ ବାଇପାସ୍ ସର୍ଜରୀ (ବିଶେଷ…