ଭୁବନେଶ୍ବରରୁ ପୁନେକୁ ଉଡିବ ବିମାନ
ଭୁବନେଶ୍ବର: ଭୁବନେଶ୍ବରରୁ ପୁନେକୁ ଉଡିବ ବିମାନ। ଲୋକଙ୍କ ସୁବିଧା ପାଇଁ ଏୟାର ଏସିଆର ସ୍ବତନ୍ତ୍ର ବିମାନ ଚଳାଚଳ କରିବ । ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୩ ମାସ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ।
ଏହି ବିମାନ ଚଳାଚଳ ହେବା ଦ୍ବାରା ଓଡିଶାରେ ଉନ୍ନତ ଯୋଗାଯୋଗ ସହ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ବପୂର୍ଣ୍ଣ ସାବ୍ୟସ୍ତ ହେବ । ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଲୋକଙ୍କ ସୁବିଧା ପାଇଁ ଭୁବନେଶ୍ୱର-ପୁନେ ମଧ୍ୟରେ ଏୟାର ଏସିଆର ସ୍ୱତନ୍ତ୍ର ବିମାନ ଚଳାଚଳ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୩ ମାସ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଏହି ବିମାନ ସେବା ଓଡ଼ିଶାରେ ଉନ୍ନତ ଯୋଗାଯୋଗ ସହ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ। #Odisha pic.twitter.com/iQtldaxTVf
— CMO Odisha (@CMO_Odisha) January 12, 2021
ଟ୍ବିଟ୍ ରେ ଉଲ୍ଲେଖ ରହିଛି ଯେ, ‘ଲୋକଙ୍କ ସୁବିଧା ପାଇଁ ଭୁବନେଶ୍ୱର-ପୁନେ ମଧ୍ୟରେ ଏୟାର ଏସିଆର ସ୍ବତନ୍ତ୍ର ବିମାନ ଚଳାଚଳ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୩ ମାସ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଏହି ବିମାନ ସେବା ଓଡିଶାରେ ଉନ୍ନତ ଯୋଗାଯୋଗ ସହ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ବପୂର୍ଣ୍ଣ ସାବ୍ୟସ୍ତ ହେବ।’
Comments are closed.