ରାଜ୍ୟରେ କରୋନା: ୧୭୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୧୨୭ରେ ପହଞ୍ଚିଛି।
Covid-19 Report For 15th January, 2021
New Positives Cases:178
In quarantine: 103
Local contacts: 75(Details of local contacts will be shared by concerned District Administration)
District Wise Cases:
1. Angul: 4
2. Balasore: 7
3. Bargarh: 10
4. Bhadrak: 4
5. Balangir: 5— I & PR Department, Odisha (@IPR_Odisha) January 16, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।
Comments are closed.